Online Bible

- Reklamy -




ଯୋୟେଲ 1:4 - ପବିତ୍ର ବାଇବଲ

4 ଯାହା ଶୂକ କୀଟ ଛାଡ଼ିଛନ୍ତି ତାକୁ ପଙ୍ଗପାଳ ଖାଇଛନ୍ତି। ଯାହା ପଙ୍ଗପାଳ ଛାଡ଼ିଛନ୍ତି ତାକୁ ପତଙ୍ଗ ଶେଷ କରିଛନ୍ତି ଏବଂ ଯାହା ପତଙ୍ଗ ଛାଡ଼ିଛନ୍ତି ତାକୁ ଘୁର୍ଘୁରିୟା ନଷ୍ଟ କରିଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ଶୂକକୀଟ ଯାହା ଛାଡ଼ିଲା, ପଙ୍ଗପାଳ ତାହା ଖାଇଅଛି ଓ ପଙ୍ଗପାଳ ଯାହା ଛାଡ଼ିଲା, ପତଙ୍ଗ ତାହା ଖାଇଅଛି ଓ ପତଙ୍ଗ ଯାହା ଛାଡ଼ିଲା, ଘୁର୍ଘୁରିଆ ତାହା ଖାଇଅଛି।

Viz kapitola kopírovat

ଓଡିଆ ବାଇବେଲ

4 ଶୂକ କୀଟ ଯାହା ଛାଡ଼ିଲା, ପଙ୍ଗପାଳ ତାହା ଖାଇଅଛି ଓ ପଙ୍ଗପାଳ ଯାହା ଛାଡ଼ିଲା, ପତଙ୍ଗ ତାହା ଖାଇଅଛି ଓ ପତଙ୍ଗ ଯାହା ଛାଡ଼ିଲା, ଘୁର୍ଘୁରିଆ ତାହା ଖାଇଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଶୂକ କୀଟ ଯାହା ଛାଡ଼ିଲା, ପଙ୍ଗପାଳ ତାହା ଖାଇଅଛି ଓ ପଙ୍ଗପାଳ ଯାହା ଛାଡ଼ିଲା, ପତଙ୍ଗ ତାହା ଖାଇଅଛି ଓ ପତଙ୍ଗ ଯାହା ଛାଡ଼ିଲା, ଘୁର୍ଘୁରିଆ ତାହା ଖାଇଅଛି।

Viz kapitola kopírovat




ଯୋୟେଲ 1:4

Následuj nás:

Reklamy


Reklamy