ଯୋୟେଲ 1:9 - ପବିତ୍ର ବାଇବଲ9 ସଦାପ୍ରଭୁଙ୍କର ଯାଜକ ଓ ପରିଗ୍ଭଳକଗଣ ରୋଦନ କର। କାରଣ ସଦାପ୍ରଭୁଙ୍କ ମନ୍ଦିରର ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ଆଉ ରହିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ସଦାପ୍ରଭୁଙ୍କ ଗୃହରୁ ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ଅନ୍ତର କରାଯାଇଅଛି; ସଦାପ୍ରଭୁଙ୍କର ପରିଚାରକ ଯାଜକଗଣ ଶୋକ କରନ୍ତି। Viz kapitolaଓଡିଆ ବାଇବେଲ9 ସଦାପ୍ରଭୁଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ଅନ୍ତର କରାଯାଇଅଛି; ସଦାପ୍ରଭୁଙ୍କର ପରିଚାରକ ଯାଜକଗଣ ଶୋକ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସଦାପ୍ରଭୁଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ଅନ୍ତର କରାଯାଇଅଛି; ସଦାପ୍ରଭୁଙ୍କର ପରିଚାରକ ଯାଜକଗଣ ଶୋକ କରନ୍ତି। Viz kapitola |