ଯୋୟେଲ 2:1 - ପବିତ୍ର ବାଇବଲ1 ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ। ଆମ୍ଭର ପବିତ୍ର ପର୍ବତ ଉପରେ ଗୋଟିଏ ବିପଦ ସଙ୍କେତ କରି ପାଟି କର। ସମଗ୍ର ଦେଶବାସୀ ଭୟରେ କମ୍ପିତ ହେବ। ସଦାପ୍ରଭୁଙ୍କର ବିଶେଷ ଦିନ ଆସୁଛି। ସେହି ବିଶେଷ ଦିନଟି ଅତି ସନ୍ନିକଟ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର ! ଦେଶନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ। Viz kapitolaଓଡିଆ ବାଇବେଲ1 ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର ! ଦେଶନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର! ଦେଶ ନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ। Viz kapitola |