ଯୋୟେଲ 2:20 - ପବିତ୍ର ବାଇବଲ20 ଆମ୍ଭେ ସେହି ଲୋକମାନଙ୍କୁ ତୁମ୍ଭର ରାଜ୍ୟ ଛାଡ଼ି ଯିବାକୁ ଉତ୍ତର ଦିଗକୁ ବିତାଡ଼ିତ କରିବା। ସେମାନଙ୍କୁ ଏକ ଶୁଷ୍କ, ଶୂନ୍ୟ ସ୍ଥାନକୁ ତଡ଼ିଦେବା। ସେମାନଙ୍କ ମଧ୍ୟରୁ କେତେକ ପୂର୍ବ ସମୁଦ୍ର ଆଡ଼େ ଯିବେ ଓ ଆଉ କେତେକ ପଶ୍ଚିମ ସମୁଦ୍ର ଆଡ଼େ ଯିବେ। ସେମାନେ ଏପରି ଭୟଙ୍କର କାର୍ଯ୍ୟ କରିଛନ୍ତି, ସେମାନେ ମୃତ ପ୍ରାୟ ହେବେ, ପଚିଯିବେ ଓ ସେଠାରୁ ଦୁର୍ଗନ୍ଧ ନିର୍ଗତ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)20 ମାତ୍ର ଆମ୍ଭେ ତୁମ୍ଭମାନଙ୍କ ନିକଟରୁ ଉତ୍ତର ଦେଶୀୟ ସୈନ୍ୟଦଳକୁ ଦୂର କରିବା, ପୁଣି ସେମାନଙ୍କୁ ଶୁଷ୍କ ଓ ଧ୍ଵଂସିତ ଦେଶକୁ ତଡ଼ି ଦେଇ ସେମାନଙ୍କର ଅଗ୍ରଭାଗ ପୂର୍ବ ସମୁଦ୍ର ଆଡ଼େ, ଆଉ ସେମାନଙ୍କର ପଶ୍ଚାଦ୍ଭାଗ ପଶ୍ଚିମ ସମୁଦ୍ର ଆଡ଼େଦ ତଡ଼ି ଦେବା; ତହିଁରେ ସେମାନଙ୍କର ଦୁର୍ଗନ୍ଧ ଉଠିବ ଓ କୁବାସ ନିର୍ଗତ ହେବ, କାରଣ ସେ ମହତ୍ କର୍ମମାନ କରିଅଛନ୍ତି। Viz kapitolaଓଡିଆ ବାଇବେଲ20 ମାତ୍ର ଆମ୍ଭେ ତୁମ୍ଭମାନଙ୍କ ନିକଟରୁ ଉତ୍ତର ଦେଶୀୟ ସୈନ୍ୟଦଳକୁ ଦୂର କରିବା, ପୁଣି ସେମାନଙ୍କୁ ଶୁଷ୍କ ଓ ଧ୍ୱଂସିତ ଦେଶକୁ ତଡ଼ି ଦେଇ ସେମାନଙ୍କର ଅଗ୍ରଭାଗ ପୂର୍ବ ସମୁଦ୍ର ଆଡ଼େ, ଆଉ ସେମାନଙ୍କର ପଶ୍ଚାଦ୍ଭାଗ ପଶ୍ଚିମ ସମୁଦ୍ର ଆଡ଼େ ତଡ଼ି ଦେବା; ତହିଁରେ ସେମାନଙ୍କର ଦୁର୍ଗନ୍ଧ ଉଠିବ ଓ କୁବାସ ନିର୍ଗତ ହେବ, କାରଣ ସେ ମହତ୍ କର୍ମମାନ କରିଅଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ମାତ୍ର ଆମ୍ଭେ ତୁମ୍ଭମାନଙ୍କ ନିକଟରୁ ଉତ୍ତର ଦେଶୀୟ ସୈନ୍ୟଦଳକୁ ଦୂର କରିବା, ପୁଣି ସେମାନଙ୍କୁ ଶୁଷ୍କ ଓ ଧ୍ୱଂସିତ ଦେଶକୁ ତଡ଼ିଦେଇ ସେମାନଙ୍କର ଅଗ୍ରଭାଗ ପୂର୍ବ ସମୁଦ୍ର ଆଡ଼େ, ଆଉ ସେମାନଙ୍କର ପଶ୍ଚାଦ୍ଭାଗ ପଶ୍ଚିମ ସମୁଦ୍ର ଆଡ଼େ ତଡ଼ିଦେବା; ତହିଁରେ ସେମାନଙ୍କର ଦୁର୍ଗନ୍ଧ ଉଠିବ ଓ କୁବାସ ନିର୍ଗତ ହେବ, କାରଣ ସେ ମହତ୍ କର୍ମମାନ କରିଅଛନ୍ତି। Viz kapitola |