Online Bible

- Reklamy -




ଯୋୟେଲ 2:23 - ପବିତ୍ର ବାଇବଲ

23 ତେଣୁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ସୁଖ କର, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟରେ ଆନନ୍ଦ ଉଲ୍ଲାସ କର। ସେ ମଙ୍ଗଳମୟ ଏବଂ ତୁମ୍ଭମାନଙ୍କୁ ବୃଷ୍ଟି ଦେବେ। ସେ ତୁମ୍ଭକୁ ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପୂର୍ବପରି ଦେବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଳସିତ ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ-ଠାରେ ଆନନ୍ଦ କରନ୍ତ କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ।

Viz kapitola kopírovat

ଓଡିଆ ବାଇବେଲ

23 ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଲସିତ ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆନନ୍ଦ କର; କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଲସିତ ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆନନ୍ଦ କର; କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ।

Viz kapitola kopírovat




ଯୋୟେଲ 2:23

Následuj nás:

Reklamy


Reklamy