ଯୋୟେଲ 2:27 - ପବିତ୍ର ବାଇବଲ27 ଏହା ଦ୍ୱାରା ତୁମ୍ଭେମାନେ ଜାଣିବ ଯେ ଆମ୍ଭେ ଇସ୍ରାଏଲ ସହିତ ଅଛୁ। ଆଉ ମଧ୍ୟ ତୁମ୍ଭେମାନେ ଜାଣିବ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର, ତୁମ୍ଭର ଅନ୍ୟ କେହି ପରମେଶ୍ୱର ନାହାନ୍ତି। ଆମ୍ଭର ଲୋକମାନେ ଆଉ କେବେ ଲଜ୍ଜିତ ହେବେ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)27 ତହିଁରେ ଆମ୍ଭେ ଯେ ଇସ୍ରାଏଲର ମଧ୍ୟବର୍ତ୍ତୀ ଅଛୁ ଓ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ଓ ଅନ୍ୟ କେହି ନାହିଁ, ଏହା ତୁମ୍ଭେମାନେ ଜାଣିବ; ପୁଣି, ଆମ୍ଭର ଲୋକମାନେ କଦାପି ଲଜ୍ଜିତ ନୋହିବେ। Viz kapitolaଓଡିଆ ବାଇବେଲ27 ତହିଁରେ ଆମ୍ଭେ ଯେ ଇସ୍ରାଏଲର ମଧ୍ୟବର୍ତ୍ତୀ ଅଛୁ ଓ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଅନ୍ୟ କେହି ନାହିଁ, ଏହା ତୁମ୍ଭେମାନେ ଜାଣିବ; ପୁଣି, ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ତହିଁରେ ଆମ୍ଭେ ଯେ ଇସ୍ରାଏଲର ମଧ୍ୟବର୍ତ୍ତୀ ଅଛୁ ଓ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଅନ୍ୟ କେହି ନାହିଁ, ଏହା ତୁମ୍ଭେମାନେ ଜାଣିବ; ପୁଣି, ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ। Viz kapitola |