Online Bible

- Reklamy -




ଯୋୟେଲ 2:32 - ପବିତ୍ର ବାଇବଲ

32 ସେହି ସମୟରେ, ଯେ କେହି ସଦାପ୍ରଭୁଙ୍କ ନାମକୁ ଡାକ ପକାଇବ, ସେ ହିଁ ଉଦ୍ଧାର ପାଇବ। କାରଣ ଶରଣାର୍ଥୀ ଲୋକମାନେ ଯିରୁଶାଲମର ଓ ସିୟୋନ ପର୍ବତ ଉପରେ ରକ୍ଷାପ୍ରାପ୍ତ ଲୋକମାନେ ଏକତ୍ର ହେବେ, ଯାହାକି ସଦାପ୍ରଭୁ କହିଛନ୍ତି ଏବଂ ସେମାନେ ବଞ୍ଚିଥିବା ଲୋକମାନଙ୍କ ସହିତ ଥିବେ, ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ୱାନ କରୁଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ପୁଣି, ଯେକେହି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ; କାରଣ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସିୟୋନ ପର୍ବତରେ ଓ ଯିରୂଶାଲମରେ ରକ୍ଷାପ୍ରାପ୍ତ ଲୋକମାନେ ରହିବେ, ପୁଣି ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ନାନ କରିବେ, ସେମାନେ ଅବଶିଷ୍ଟାଂଶର, ମଧ୍ୟରେ ରହିବେ।

Viz kapitola kopírovat

ଓଡିଆ ବାଇବେଲ

32 ପୁଣି, ଯେକେହି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ; କାରଣ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସିୟୋନ ପର୍ବତରେ ଓ ଯିରୂଶାଲମରେ ରକ୍ଷାପ୍ରାପ୍ତ ଲୋକମାନେ ରହିବେ, ପୁଣି ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ୱାନ କରିବେ, ସେମାନେ ଅବଶିଷ୍ଟାଂଶର ମଧ୍ୟରେ ରହିବେ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ପୁଣି, ଯେକେହି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ; କାରଣ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସିୟୋନ ପର୍ବତରେ ଓ ଯିରୂଶାଲମରେ ରକ୍ଷାପ୍ରାପ୍ତ ଲୋକମାନେ ରହିବେ, ପୁଣି ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ୱାନ କରିବେ, ସେମାନେ ଅବଶିଷ୍ଟାଂଶର ମଧ୍ୟରେ ରହିବେ।

Viz kapitola kopírovat




ଯୋୟେଲ 2:32

Následuj nás:

Reklamy


Reklamy