ଯୋୟେଲ 3:11 - ପବିତ୍ର ବାଇବଲ11 ହେ ସବୁ ରାଜ୍ୟ! ଚଞ୍ଚଳ ହୁଅ। ଗୋଟିଏ ସ୍ଥାନରେ ଏକତ୍ରିତ ହୁଅ। ହେ! ପରମେଶ୍ୱର! ଆପଣଙ୍କର ଶକ୍ତିଶାଳୀ ବୀରମାନଙ୍କୁ ନେଇ ଆସନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ହେ ଚତୁର୍ଦ୍ଦିଗସ୍ଥ ଗୋଷ୍ଠୀସକଳ, ତୁମ୍ଭେମାନେ ଚଞ୍ଚଳ ହୋଇ ଆସ ଓ ଆପଣାମାନଙ୍କୁ ଏକତ୍ର କର; ହେ ସଦାପ୍ରଭୁ, ସେହି ସ୍ଥାନକୁ ତୁମ୍ଭେ ଆପଣା ବୀରଗଣକୁ ଓହ୍ଳାଇ ଆଣ। Viz kapitolaଓଡିଆ ବାଇବେଲ11 ହେ ଚତୁର୍ଦ୍ଦିଗସ୍ଥ ଗୋଷ୍ଠୀସକଳ, ତୁମ୍ଭେମାନେ ଚଞ୍ଚଳ ହୋଇ ଆସ ଓ ଆପଣାମାନଙ୍କୁ ଏକତ୍ର କର; ହେ ସଦାପ୍ରଭୁ, ସେହି ସ୍ଥାନକୁ ତୁମ୍ଭେ ଆପଣା ବୀରଗଣକୁ ଓହ୍ଳାଇ ଆଣ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହେ ଚତୁର୍ଦ୍ଦିଗସ୍ଥ ଗୋଷ୍ଠୀସକଳ, ତୁମ୍ଭେମାନେ ଚଞ୍ଚଳ ହୋଇ ଆସ ଓ ଆପଣାମାନଙ୍କୁ ଏକତ୍ର କର; ହେ ସଦାପ୍ରଭୁ, ସେହି ସ୍ଥାନକୁ ତୁମ୍ଭେ ଆପଣା ବୀରଗଣକୁ ଓହ୍ଲାଇ ଆଣ। Viz kapitola |