ଯୋୟେଲ 3:14 - ପବିତ୍ର ବାଇବଲ14 ଦଣ୍ତ ବିଗ୍ଭର ଉପତ୍ୟକାରେ ଲୋକାରଣ୍ୟ। ସଦାପ୍ରଭୁଙ୍କର ବିଶେଷ ବିଗ୍ଭରଦିନ ନିକଟବର୍ତ୍ତୀ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଦଣ୍ତାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟଣ! କାରଣ ଦଣ୍ତାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି। Viz kapitolaଓଡିଆ ବାଇବେଲ14 ଦଣ୍ଡାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟ ! କାରଣ ଦଣ୍ଡାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଦଣ୍ଡାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟ! କାରଣ ଦଣ୍ଡାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି। Viz kapitola |