Online Bible

- Reklamy -




ଯୋୟେଲ 3:17 - ପବିତ୍ର ବାଇବଲ

17 “ତା'ପରେ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର। ଆମ୍ଭେ ପବିତ୍ର ପର୍ବତ ସିୟୋନରେ ବାସ କରିବା। ଯିରୁଶାଲମ ଗୋଟିଏ ପବିତ୍ର ସ୍ଥାନରେ ପରିଣତ ହେବ। ବିଦେଶୀୟମାନେ ଆଉ ଏହି ନଗରରେ ପ୍ରବେଶ କରି ପାରିବେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

17 “ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ।

Viz kapitola kopírovat




ଯୋୟେଲ 3:17

Následuj nás:

Reklamy


Reklamy