ଯୋୟେଲ 3:19 - ପବିତ୍ର ବାଇବଲ19 ମିଶର ଗୋଟିଏ ନିର୍ଜନ ସ୍ଥାନ ହେବ ଏବଂ ଶୂନ୍ୟ ମରୁଭୂମି ହେବ। କାରଣ ସେମାନେ ଯିହୁଦାର ଲୋକମାନଙ୍କ ପ୍ରତି ନିଷ୍ଠୁର ହୋଇଥିଲେ। ସେମାନେ ସେହି ଦେଶର ନିରୀହ ଲୋକମାନଙ୍କୁ ହତ୍ୟା କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ଵଂସସ୍ଥାନ ହେବ ଓ ଇଦୋମ ଧ୍ଵଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି। Viz kapitolaଓଡିଆ ବାଇବେଲ19 ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ୱଂସସ୍ଥାନ ହେବ ଓ ଇଦୋମ ଧ୍ୱଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ୱଂସସ୍ଥାନ ହେବ ଓ ଇଦୋମ ଧ୍ୱଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି। Viz kapitola |