ଯୋୟେଲ 3:21 - ପବିତ୍ର ବାଇବଲ21 କିନ୍ତୁ ଯେଉଁ ଲୋକମାନେ ଆମ୍ଭ ସନ୍ତାନଗଣଙ୍କୁ ହତ୍ୟା କରିଛନ୍ତି ଆମ୍ଭେ ପ୍ରକୃତରେ ସେମାନଙ୍କୁ ଶାସ୍ତି ଦେବା।” କାରଣ ସଦାପ୍ରଭୁ ପରମେଶ୍ୱର ସିୟୋନରେ ବାସ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)21 ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତ ପରିଷ୍କାର କରି ନାହୁଁ, ତାହା ପରିଷ୍କାର କରିବା; କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି। Viz kapitolaଓଡିଆ ବାଇବେଲ21 ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତକୁ ନିର୍ଦ୍ଦୋଷ କରି ନାହୁଁ, ତାହା ନିର୍ଦ୍ଦୋଷ କରିବା।” କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତକୁ ନିର୍ଦ୍ଦୋଷ କରି ନାହୁଁ, ତାହା ନିର୍ଦ୍ଦୋଷ କରିବା। କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି। Viz kapitola |