Online Bible

- Reklamy -




ଯୋୟେଲ 3:8 - ପବିତ୍ର ବାଇବଲ

8 ତୁମ୍ଭମାନଙ୍କର ପୁତ୍ରକନ୍ୟାମାନଙ୍କୁ ଯିହୁଦାର ଲୋକମାନଙ୍କୁ ବିକ୍ରୀ କରିବା। ତେଣୁ ସେମାନେ ସେହି ସନ୍ତାନମାନଙ୍କୁ ଦୂର ଦେଶୀୟ ଶୀବାୟୀୟ ଲୋକମାନଙ୍କୁ ବିକ୍ରୀ କରିବେ,” କାରଣ ସଦାପ୍ରଭୁ ଏହା କହିଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୁତ୍ରଗଣ ଓ ତୁମ୍ଭମାନଙ୍କର କନ୍ୟାଗଣକୁ ଯିହୁଦାର ସନ୍ତାନଗଣର ହସ୍ତରେ ବିକ୍ରୟ କରିବା, ତହିଁରେ ସେମାନେ ସେମାନଙ୍କୁ ଦୂରଗୋଷ୍ଠୀୟ ଶିବାୟୀୟ ଲୋକମାନଙ୍କ ନିକଟରେ ବିକ୍ରୟ କରିବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

8 ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୁତ୍ରଗଣ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ଯିହୁଦାର ସନ୍ତାନଗଣର ହସ୍ତରେ ବିକ୍ରୟ କରିବା, ତହିଁରେ ସେମାନେ ସେମାନଙ୍କୁ ଦୂର ଗୋଷ୍ଠୀୟ ଶିବାୟୀୟ ଲୋକମାନଙ୍କ ନିକଟରେ ବିକ୍ରୟ କରିବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୁତ୍ରଗଣ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ଯିହୁଦାର ସନ୍ତାନଗଣର ହସ୍ତରେ ବିକ୍ରୟ କରିବା, ତହିଁରେ ସେମାନେ ସେମାନଙ୍କୁ ଦୂର ଗୋଷ୍ଠୀୟ ଶିବାୟୀୟ ଲୋକମାନଙ୍କ ନିକଟରେ ବିକ୍ରୟ କରିବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।”

Viz kapitola kopírovat




ଯୋୟେଲ 3:8

Následuj nás:

Reklamy


Reklamy