ଯୋୟେଲ 3:9 - ପବିତ୍ର ବାଇବଲ9 ତୁମ୍ଭମାନଙ୍କ ରାଜ୍ୟ ମଧ୍ୟରେ ଏହା ଘୋଷଣା କର। ଯୁଦ୍ଧ ପାଇଁ ପ୍ରସ୍ତୁତ ହୁଅ। ସମସ୍ତ ଯୋଦ୍ଧାମାନେ ଜାଗ୍ରତ ହୁଅ। ଯୁଦ୍ଧର ସମସ୍ତ ଲୋକମାନଙ୍କୁ ଜାଗ୍ରତ ହେବାକୁ ଡାକ ଏବଂ ଯୁଦ୍ଧ ଭୂମିରେ ସମ୍ମୁଖୀନ ହୁଅ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ। Viz kapitolaଓଡିଆ ବାଇବେଲ9 ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ। Viz kapitola |