ଯୂନସ 1:2 - ପବିତ୍ର ବାଇବଲ2 ସଦାପ୍ରଭୁ କହିଲେ, “ନୀନିବୀ ଗୋଟିଏ ବିରାଟ ନଗରୀ। ସେଠାରେ ଲୋକମାନେ ବହୁତ ମନ୍ଦକାର୍ଯ୍ୟ କରୁଛନ୍ତି ବୋଲି ଆମ୍ଭେ ଶୁଣିଲୁ। ଉଠ ଓ ସେହି ନଗରୀକୁ ଯାଅ ଏବଂ ତାହା ବିରୁଦ୍ଧରେ ଆମ୍ଭ ବିଗ୍ଭରଧାରା ଘୋଷଣା କର।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ଉଠ, ନୀନିବୀ ମହାନଗରକୁ ଯାଅ ଓ ତହିଁ ବିରୁଦ୍ଧରେ ଘୋଷଣା କର; କାରଣ ସେମାନଙ୍କର ଦୁଷ୍ଟତା ଆମ୍ଭ ସମ୍ମୁଖରେ ଉପସ୍ଥିତ ହୋଇଅଛି। Viz kapitolaଓଡିଆ ବାଇବେଲ2 “ଉଠ, ନୀନିବୀ ମହାନଗରକୁ ଯାଅ ଓ ତହିଁ ବିରୁଦ୍ଧରେ ଘୋଷଣା କର; କାରଣ ସେମାନଙ୍କର ଦୁଷ୍ଟତା ଆମ୍ଭ ସମ୍ମୁଖରେ ଉପସ୍ଥିତ ହୋଇଅଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ଉଠ, ନୀନିବୀ ମହାନଗରକୁ ଯାଅ ଓ ତହିଁ ବିରୁଦ୍ଧରେ ଘୋଷଣା କର; କାରଣ ସେମାନଙ୍କର ଦୁଷ୍ଟତା ଆମ୍ଭ ସମ୍ମୁଖରେ ଉପସ୍ଥିତ ହୋଇଅଛି।” Viz kapitola |