ଯୂନସ 3:10 - ପବିତ୍ର ବାଇବଲ10 ଲୋକମାନେ ଯାହା କଲେ ପରମେଶ୍ୱର ସବୁ ଦେଖିଲେ। ସେମାନେ ମନ୍ଦକାର୍ଯ୍ୟ ବନ୍ଦ କରିବା ପରମେଶ୍ୱର ଦେଖିଲେ। ତେଣୁ ସେ ତାଙ୍କର ମନ ବଦଳାଇଲେ ଏବଂ ଯାହା ଯୋଜନା କରିଥିଲେ ତାହା କଲେ ନାହିଁ। ସେ ଲୋକମାନଙ୍କୁ ଆଉ ଦଣ୍ତ ଦେଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ଵର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ଵର ତଦ୍ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ। Viz kapitolaଓଡିଆ ବାଇବେଲ10 ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ୱର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ୱର ସେହି ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ୱର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ୱର ସେହି ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ। Viz kapitola |