ଯୂନସ 3:5 - ପବିତ୍ର ବାଇବଲ5 ନୀନିବୀର ଲୋକମାନେ ପରମେଶ୍ୱରଙ୍କର ଏହି ବାର୍ତ୍ତାକୁ ବିଶ୍ୱାସ କଲେ। କିଛିଦିନ ଉପବାସ କରିବାକୁ ସ୍ଥିର କଲେ। ସେମାନେ ଚଟ ବସ୍ତ୍ର ପରିଧାନ କଲେ ଏବଂ ଅନୁତାପ କଲେ। ସାନ ବଡ଼ ସମସ୍ତ ଲୋକେ ଏହି କାର୍ଯ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତହିଁରେ ନୀନିବୀର ଲୋକମାନେ ପରମେଶ୍ଵରଙ୍କ-ଠାରେ ବିଶ୍ଵାସ କଲେ ଓ ଉପବାସ ଘୋଷଣା କରି ବଡ଼ଠାରୁ ସାନ ପର୍ଯ୍ୟନ୍ତ ସମସ୍ତେ ଚଟବସ୍ତ୍ର ପିନ୍ଧିଲେ। Viz kapitolaଓଡିଆ ବାଇବେଲ5 ତହିଁରେ ନୀନିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ଓ ଉପବାସ ଘୋଷଣା କରି ବଡ଼ଠାରୁ ସାନ ପର୍ଯ୍ୟନ୍ତ ସମସ୍ତେ ଚଟବସ୍ତ୍ର ପିନ୍ଧିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହିଁରେ ନୀନିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ଓ ଉପବାସ ଘୋଷଣା କରି ବଡ଼ଠାରୁ ସାନ ପର୍ଯ୍ୟନ୍ତ ସମସ୍ତେ ଚଟବସ୍ତ୍ର ପିନ୍ଧିଲେ। Viz kapitola |