ଯୂନସ 3:9 - ପବିତ୍ର ବାଇବଲ9 ତାହାହେଲେ ପରମେଶ୍ୱର ହୁଏତ ତାଙ୍କର ମନ ପରିବର୍ତ୍ତନ କରିବେ ଓ ଯୋଜନା କରିଥିବା କାର୍ଯ୍ୟ କରିବେ ନାହିଁ। ସେ ହୁଏତ ବଦଳି ଯିବେ ଓ କ୍ରୋଧ ହେବେ ନାହିଁ। ତା'ପରେ ସେ ହୁଏତ ଦଣ୍ତ ଦେବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 କେଜାଣି ପରମେଶ୍ଵର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ତ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ନୋହିବା। Viz kapitolaଓଡିଆ ବାଇବେଲ9 କେଜାଣି ପରମେଶ୍ୱର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ହେବା ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କେଜାଣି ପରମେଶ୍ୱର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ହେବା ନାହିଁ।” Viz kapitola |