ଯୂନସ 4:4 - ପବିତ୍ର ବାଇବଲ4 ତା'ପରେ ସଦାପ୍ରଭୁ କହିଲେ, “ତୁମ୍ଭେ କ’ଣ ଭାବୁଛ, ତୁମ୍ଭେ ରାଗି ଠିକ୍ କରୁଛ, କାରଣ ଆମ୍ଭେ ସେମାନଙ୍କୁ ବିନାଶ କଲୁ ନାହିଁ?” Viz kapitolaପବିତ୍ର ବାଇବଲ (Re-edited) - (BSI)4 ତହିଁରେ ସଦାପ୍ରଭୁ କହିଲେ, ତୁମ୍ଭେ କ୍ରୋଧ କରି କି ଭଲ କରୁଅଛ? Viz kapitolaଓଡିଆ ବାଇବେଲ4 ତହିଁରେ ସଦାପ୍ରଭୁ କହିଲେ, “ତୁମ୍ଭେ କ୍ରୋଧ କରି କି ଭଲ କରୁଅଛ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହିଁରେ ସଦାପ୍ରଭୁ କହିଲେ, “ତୁମ୍ଭେ କ୍ରୋଧ କରି କି ଭଲ କରୁଅଛ?” Viz kapitola |