ଯିହୋଶୂୟ 1:1 - ପବିତ୍ର ବାଇବଲ1 ମୋଶା ସଦାପ୍ରଭୁଙ୍କର ଦାସ ଥିଲେ। ନୂନର ପୁତ୍ର ଯିହୋଶୂୟ ମୋଶାଙ୍କର ପରିଗ୍ଭରକ ଥିଲେ। ମୋଶାଙ୍କର ମୃତ୍ୟୁ ପରେ, ସଦାପ୍ରଭୁ ଯିହୋଶୂୟକୁ କହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ସଦାପ୍ରଭୁଙ୍କ ସେବକ ମୋଶାଙ୍କର ମୃତ୍ୟୁ ଉତ୍ତାରେ ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟ ନାମକ ମୋଶାଙ୍କର ପରିଚାରକଙ୍କୁ କହିଲେ, ଆମ୍ଭର ସେବକ ମୋଶା ମରିଅଛି, Viz kapitolaଓଡିଆ ବାଇବେଲ1 ସଦାପ୍ରଭୁଙ୍କ ସେବକ ମୋଶାଙ୍କର ମୃତ୍ୟୁୁ ଉତ୍ତାରେ ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟ ନାମକ ମୋଶାଙ୍କର ପରିଚାରକଙ୍କୁ କହିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସଦାପ୍ରଭୁଙ୍କ ସେବକ ମୋଶାଙ୍କର ମୃତ୍ୟୁୁ ଉତ୍ତାରେ ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟ ନାମକ ମୋଶାଙ୍କର ପରିଚାରକଙ୍କୁ କହିଲେ, Viz kapitola |