ଯିହୋଶୂୟ 1:16 - ପବିତ୍ର ବାଇବଲ16 ତା'ପରେ ଯିହୋଶୂୟଙ୍କୁ ଉତ୍ତର ଦେଇ ଲୋକମାନେ କହିଲେ, “ତୁମ୍ଭେ ଆମ୍ଭକୁ ଯେଉଁ ଆଦେଶ ଦେଇଅଛ, ଆମ୍ଭେ ତାହା ପାଳନ କରିବୁ। ତୁମ୍ଭେ ଯେଉଁଠାକୁ କହିବ, ଆମ୍ଭେ ଯିବୁ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର ଦେଇ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରିଅଛ, ତାହାସବୁ ଆମ୍ଭେମାନେ କରିବୁ ଓ ତୁମ୍ଭେ ଆମ୍ଭମାନଙ୍କୁ ଯେକୌଣସି ସ୍ଥାନକୁ ପଠାଇବ; ଆମ୍ଭେମାନେ ସେସ୍ଥାନକୁ ଯିବୁ। Viz kapitolaଓଡିଆ ବାଇବେଲ16 ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର ଦେଇ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରିଅଛ, ତାହାସବୁ ଆମ୍ଭେମାନେ କରିବୁ ଓ ତୁମ୍ଭେ ଆମ୍ଭମାନଙ୍କୁ ଯେକୌଣସି ସ୍ଥାନକୁ ପଠାଇବ; ଆମ୍ଭେମାନେ ସେସ୍ଥାନକୁ ଯିବୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର ଦେଇ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରିଅଛ, ତାହାସବୁ ଆମ୍ଭେମାନେ କରିବୁ ଓ ତୁମ୍ଭେ ଆମ୍ଭମାନଙ୍କୁ ଯେକୌଣସି ସ୍ଥାନକୁ ପଠାଇବ; ଆମ୍ଭେମାନେ ସେସ୍ଥାନକୁ ଯିବୁ। Viz kapitola |