ଯିହୋଶୂୟ 10:11 - ପବିତ୍ର ବାଇବଲ11 ଯେତେବେଳେ ସେମାନେ ଇସ୍ରାଏଲୀୟମାନଙ୍କଠାରୁ ବୈଥୋରୋଣ ରାସ୍ତାରେ ଗଡ଼ାଣି ଆଡ଼କୁ ଦୌଡ଼ି ଅସେକା ପର୍ଯ୍ୟନ୍ତ ପଳାଇଲେ, ସଦାପ୍ରଭୁ ସେମାନଙ୍କ ଉପରେ କୁଆପଥର ବୃଷ୍ଟି କଲେ। ତେଣୁ ସେମାନଙ୍କ ମଧ୍ୟରୁ ଅନେକେ ମୃତ୍ୟୁବରଣ କଲେ। ଯୁଦ୍ଧ ଅସ୍ତ୍ରରେ ମୃତ୍ୟୁବରଣ କରିଥିବା ଲୋକମାନଙ୍କ ସଂଖ୍ୟା ଅପେକ୍ଷା କୁଆପଥର ବୃଷ୍ଟିରେ ମୃତ୍ୟୁବରଣ କରିଥିବା ଲୋକମାନଙ୍କର ସଂଖ୍ୟା ଅଧିକ ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବୈଥୋରୋଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ଼୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ। Viz kapitolaଓଡିଆ ବାଇବେଲ11 ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବେଥ୍-ହୋରଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବେଥ୍-ହୋରଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ। Viz kapitola |