ଯିହୋଶୂୟ 10:17 - ପବିତ୍ର ବାଇବଲ17 ତେଣୁ ସେହି ପାଞ୍ଚ ରାଜା ପାଳାଇ ମକ୍କେଦା ଗୁମ୍ଫାରେ ଲୁଚି ରହିଛନ୍ତି। ଏ କଥା ଯିହୋଶୂୟ ଯେତେବେଳେ ଜାଣିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)17 ତହୁଁ ସେହି ପାଞ୍ଚ ରାଜା ମକ୍କେଦା ଗୁମ୍ପାରେ ଲୁଚି ରହିଅଛନ୍ତି, ଏ କଥା ଯିହୋଶୂୟଙ୍କୁ କୁହାଯାʼନ୍ତେ, Viz kapitolaଓଡିଆ ବାଇବେଲ17 ତହୁଁ ସେହି ପାଞ୍ଚ ରାଜା ମକ୍କେଦା ଗୁମ୍ଫାରେ ଲୁଚି ରହିଅଛନ୍ତି, ଏ କଥା ଯିହୋଶୂୟଙ୍କୁ କୁହାଯା’ନ୍ତେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହୁଁ “ସେହି ପାଞ୍ଚ ରାଜା ମକ୍କେଦା ଗୁମ୍ଫାରେ ଲୁଚି ରହିଅଛନ୍ତି,” ଏ କଥା ଯିହୋଶୂୟଙ୍କୁ କୁହାଯାʼନ୍ତେ, Viz kapitola |