ଯିହୋଶୂୟ 10:19 - ପବିତ୍ର ବାଇବଲ19 ତୁମ୍ଭେମାନେ ବନ୍ଦ କର ନାହିଁ। ତୁମ୍ଭର ଶତ୍ରୁମାନଙ୍କ ପଛରେ ଗୋଡ଼ଅ। ସେମାନଙ୍କୁ ପଛରୁ ଆକ୍ରମଣ କର। ସେମାନଙ୍କର ଲୋକମାନଙ୍କୁ ସେମାନଙ୍କର ନଗରରେ ପହଞ୍ଚିବାକୁ ଦିଅ ନାହିଁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ଦେଇଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)19 ମାତ୍ର ତୁମ୍ଭେମାନେ ସ୍ଥଗିତ ହୋଇ ରୁହ ନାହିଁ; ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଅ, ସେମାନଙ୍କ ପଛରେ ଥିବା ଲୋକମାନଙ୍କୁ ଉଚ୍ଛିନ୍ନ କର; ସେମାନଙ୍କୁ ତାଙ୍କ ନଗର ଭିତରକୁ ଯିବାକୁ ଦିଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି। Viz kapitolaଓଡିଆ ବାଇବେଲ19 ମାତ୍ର ତୁମ୍ଭେମାନେ ସ୍ଥଗିତ ହୋଇ ରୁହ ନାହିଁ; ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଅ, ସେମାନଙ୍କ ପଛରେ ଥିବା ଲୋକମାନଙ୍କୁ ଉଚ୍ଛିନ୍ନ କର; ସେମାନଙ୍କୁ ତାଙ୍କ ନଗର ଭିତରକୁ ଯିବାକୁ ଦିଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ମାତ୍ର ତୁମ୍ଭେମାନେ ସ୍ଥଗିତ ହୋଇ ରୁହ ନାହିଁ; ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଅ, ସେମାନଙ୍କ ପଛରେ ଥିବା ଲୋକମାନଙ୍କୁ ଉଚ୍ଛିନ୍ନ କର; ସେମାନଙ୍କୁ ତାଙ୍କ ନଗର ଭିତରକୁ ଯିବାକୁ ଦିଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।” Viz kapitola |