ଯିହୋଶୂୟ 10:23 - ପବିତ୍ର ବାଇବଲ23 ତେଣୁ ଯିହୋଶୂୟଙ୍କର ଲୋକମାନେ ସେହି ପାଞ୍ଚ ଜଣ ରାଜାଙ୍କୁ ଗୁମ୍ଫା ମଧ୍ୟରୁ ବାହାରକୁ ଆଣିଲେ। ସେମାନେ ଥିଲେ ଯିରୁଶାଲମର, ହିବ୍ରୋଣର, ଯର୍ମୂତର, ଲାଖୀଶ୍ର ଏବଂ ଇଗ୍ଲୋନର ରାଜାମାନେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ତହିଁରେ ସେମାନେ ସେପରି କଲେ, ପୁଣି ଯିରୂଶାଲମର ରାଜାକୁ, ହିବ୍ରୋଣର ରାଜାକୁ, ଯର୍ମୂତର ରାଜାକୁ, ଲାଖୀଶ୍ର ରାଜାକୁ, ଇଗ୍ଲୋନ୍ର ରାଜାକୁ, ଏହି ପାଞ୍ଚ ରାଜାଙ୍କୁ ସେହି ଗୁମ୍ପାରୁ ବାହାର କରି ତାଙ୍କ ନିକଟକୁ ଆଣିଲେ। Viz kapitolaଓଡିଆ ବାଇବେଲ23 ତହିଁରେ ସେମାନେ ସେପରି କଲେ, ପୁଣି ଯିରୂଶାଲମର ରାଜାକୁ, ହିବ୍ରୋଣର ରାଜାକୁ, ଯର୍ମୂତର ରାଜାକୁ, ଲାଖୀଶ୍ର ରାଜାକୁ, ଇଗ୍ଲୋନ୍ର ରାଜାକୁ, ଏହି ପାଞ୍ଚ ରାଜାଙ୍କୁ ସେହି ଗୁମ୍ଫାରୁ ବାହାର କରି ତାଙ୍କ ନିକଟକୁ ଆଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହିଁରେ ସେମାନେ ସେପରି କଲେ, ପୁଣି ଯିରୂଶାଲମର ରାଜାକୁ, ହିବ୍ରୋଣର ରାଜାକୁ, ଯର୍ମୂତର ରାଜାକୁ, ଲାଖୀଶ୍ର ରାଜାକୁ, ଇଗ୍ଲୋନ୍ର ରାଜାକୁ, ଏହି ପାଞ୍ଚ ରାଜାଙ୍କୁ ସେହି ଗୁମ୍ଫାରୁ ବାହାର କରି ତାଙ୍କ ନିକଟକୁ ଆଣିଲେ। Viz kapitola |