ଯିହୋଶୂୟ 10:26 - ପବିତ୍ର ବାଇବଲ26 ଏହା ପରେ ଯିହୋଶୂୟ ଆଘାତ ଦ୍ୱାରା ସେମାନଙ୍କୁ ବଧ କରି ପାଞ୍ଚଟା ଗଛ ଡାଳରେ ଟଙ୍ଗାଇଲେ। ଆଉ ସେମାନେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି ଗଛରେ ଝୁଲି ରହିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଏଉତ୍ତାରେ ଯିହୋଶୂୟ ଆଘାତ ଦ୍ଵାରା ସେମାନଙ୍କୁ ବଧ କରି ପାଞ୍ଚ ବୃକ୍ଷରେ ଟଙ୍ଗାଇଲେ; ଆଉ ସେମାନେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି ବୃକ୍ଷମାନଙ୍କରେ ଟଙ୍ଗା ହୋଇ ରହିଲେ। Viz kapitolaଓଡିଆ ବାଇବେଲ26 ଏଉତ୍ତାରେ ଯିହୋଶୂୟ ଆଘାତ ଦ୍ୱାରା ସେମାନଙ୍କୁ ବଧ କରି ପାଞ୍ଚ ବୃକ୍ଷରେ ଟଙ୍ଗାଇଲେ; ଆଉ ସେମାନେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି ବୃକ୍ଷମାନଙ୍କରେ ଟଙ୍ଗା ହୋଇ ରହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏଉତ୍ତାରେ ଯିହୋଶୂୟ ଆଘାତ ଦ୍ୱାରା ସେମାନଙ୍କୁ ବଧ କରି ପାଞ୍ଚ ବୃକ୍ଷରେ ଟଙ୍ଗାଇଲେ; ଆଉ ସେମାନେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି ବୃକ୍ଷମାନଙ୍କରେ ଟଙ୍ଗା ହୋଇ ରହିଲେ। Viz kapitola |