ଯିହୋଶୂୟ 10:32 - ପବିତ୍ର ବାଇବଲ32 ସଦାପ୍ରଭୁ ଲାଖୀଶ୍କୁ ପରାସ୍ତ କରିବାକୁ ସହାୟ ହେଲେ। ସେମାନେ ଦ୍ୱିତୀୟ ଦିନରେ ସେ ସହରକୁ ପରାସ୍ତ କଲେ। ଇସ୍ରାଏଲ ଲୋକମାନେ ସେ ସହରର ସମସ୍ତ ଲୋକମାନଙ୍କୁ ହତ୍ୟା କଲେ। ଯେପରି ଭାବରେ ଲିବ୍ନାରେ କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ତହିଁରେ ସଦାପ୍ରଭୁ ଲାଖୀଶ୍କୁ ଇସ୍ରାଏଲର ହସ୍ତଗତ କରନ୍ତେ, ସେମାନେ ଦ୍ଵିତୀୟ ଦିନ ଲାଖୀଶ୍ ଆକ୍ରମଣ କରି ଯେପରି ଲିବ୍ନା ପ୍ରତି କରିଥିଲେ, ସେହିପରି ତାହାକୁ ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ଖଡ଼୍ଗଧାରରେ ଆଘାତ କଲେ। Viz kapitolaଓଡିଆ ବାଇବେଲ32 ତହିଁରେ ସଦାପ୍ରଭୁ ଲାଖୀଶ୍କୁ ଇସ୍ରାଏଲର ହସ୍ତଗତ କରନ୍ତେ, ସେମାନେ ଦ୍ୱିତୀୟ ଦିନ ଲାଖୀଶ୍ ଆକ୍ରମଣ କରି ଯେପରି ଲିବ୍ନା ପ୍ରତି କରିଥିଲେ, ସେହିପରି ତାହାକୁ ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ତହିଁରେ ସଦାପ୍ରଭୁ ଲାଖୀଶ୍କୁ ଇସ୍ରାଏଲର ହସ୍ତଗତ କରନ୍ତେ, ସେମାନେ ଦ୍ୱିତୀୟ ଦିନ ଲାଖୀଶ୍ ଆକ୍ରମଣ କରି ଯେପରି ଲିବ୍ନା ପ୍ରତି କରିଥିଲେ, ସେହିପରି ତାହାକୁ ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କଲେ। Viz kapitola |