ଯିହୋଶୂୟ 10:35 - ପବିତ୍ର ବାଇବଲ35 ସେହି ଦିନ ସେମାନେ ସହରକୁ ନିଜ ଅଧୀନକୁ ଆଣିଲେ ଓ ସମସ୍ତ ଲୋକଙ୍କୁ ହତ୍ୟା କଲେ, ଯେପରି ଲାଖୀଶ୍ରେ ହତ୍ୟା କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ପୁଣି ସେହି ଦିନ ସେମାନେ ତାହା ହସ୍ତଗତ କରି ତାକୁ ଖଡ଼୍ଗଧାରରେ ଆଘାତ କଲେ ଓ ସେ ଯେପରି ଲାଖୀଶ୍ ପ୍ରତି କରିଥିଲେ, ସେପରି ତହିଁ ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ସେହି ଦିନ ବର୍ଜିତ ରୂପେ ବିନାଶ କଲେ। Viz kapitolaଓଡିଆ ବାଇବେଲ35 ପୁଣି ସେହି ଦିନ ସେମାନେ ତାହା ହସ୍ତଗତ କରି ତାକୁ ଖଡ୍ଗଧାରରେ ଆଘାତ କଲେ ଓ ସେ ଯେପରି ଲାଖୀଶ୍ ପ୍ରତି କରିଥିଲେ, ସେପରି ତହିଁ ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ସେହି ଦିନ ବର୍ଜିତ ରୂପେ ବିନାଶ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ପୁଣି ସେହି ଦିନ ସେମାନେ ତାହା ହସ୍ତଗତ କରି ତାକୁ ଖଡ୍ଗଧାରରେ ଆଘାତ କଲେ ଓ ସେ ଯେପରି ଲାଖୀଶ୍ ପ୍ରତି କରିଥିଲେ, ସେପରି ତହିଁ ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ସେହି ଦିନ ବର୍ଜିତ ରୂପେ ବିନାଶ କଲେ। Viz kapitola |