ଯିହୋଶୂୟ 10:37 - ପବିତ୍ର ବାଇବଲ37 ସେମାନେ ହିବ୍ରୋଣ ଏବଂ ତା’ ପାଖରେ ଥିବା ଛୋଟ ସହରଗୁଡ଼ିକୁ ମଧ୍ୟ ନିଜ ଅଧୀନକୁ ଆଣିଲେ। ଇଗ୍ଲୋନ୍ରେ ଠିକ୍ ଯେପରି ସେମାନେ ଇଗ୍ଲୋନ୍କୁ ଧ୍ୱଂସ କରିଥିଲେ, ସେହିପରି ସେମାନେ ହିବ୍ରୋଣକୁ ଧ୍ୱଂସ କଲେ ଏବଂ ଏହାର ରାଜାଙ୍କୁ ଓ ସମସ୍ତ ଲୋକଙ୍କୁ ହତ୍ୟା କଲେ, କାହାରିକୁ ଛାଡ଼ିଲେ ନାହିଁ। ସେମାନଙ୍କ ମଧ୍ୟରୁ ସମସ୍ତଙ୍କୁ ହତ୍ୟା କଲେ ଓ ଧ୍ୱଂସ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)37 ପୁଣି ସେମାନେ ତାହା ହସ୍ତଗତ କରି ତାହାକୁ ଓ ତହିଁର ରାଜାକୁ, ଆଉ ତହିଁର ସମସ୍ତ ନଗର ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ଖଡ଼୍ଗଧାରରେ ଆଘାତ କଲେ; ଯେପରି ସେ ଇଗ୍ଲୋନ୍ ପ୍ରତି କରିଥିଲେ, ତଦନୁସାରେ ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ତାହାକୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ବର୍ଜିତ ରୂପେ ବିନାଶ କଲେ। Viz kapitolaଓଡିଆ ବାଇବେଲ37 ପୁଣି ସେମାନେ ତାହା ହସ୍ତଗତ କରି ତାହାକୁ ଓ ତହିଁର ରାଜାକୁ, ଆଉ ତହିଁର ସମସ୍ତ ନଗର ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କଲେ; ଯେପରି ସେ ଇଗ୍ଲୋନ୍ ପ୍ରତି କରିଥିଲେ, ତଦନୁସାରେ ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ତାହାକୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ପୁଣି ସେମାନେ ତାହା ହସ୍ତଗତ କରି ତାହାକୁ ଓ ତହିଁର ରାଜାକୁ, ଆଉ ତହିଁର ସମସ୍ତ ନଗର ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କଲେ; ଯେପରି ସେ ଇଗ୍ଲୋନ୍ ପ୍ରତି କରିଥିଲେ, ତଦନୁସାରେ ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ତାହାକୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ। Viz kapitola |