Online Bible

- Reklamy -




ଯିହୋଶୂୟ 10:5 - ପବିତ୍ର ବାଇବଲ

5 ତେଣୁ ପାଞ୍ଚ ଜଣ ଇମୋରୀୟ ରାଜା ଯଥା: ଯିରୁଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀ‌ଶ୍‌ର ରାଜା ଓ ଇଗ୍ଲୋନର ରାଜା ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ନିଜ ନିଜର ସମସ୍ତ ସୈନ୍ୟମାନଙ୍କ ସହିତ ଗିବିୟୋନକୁ ଅକ୍ତିଆର କରିବାକୁ ଏକତ୍ରିତ ହେଲେ। ସେମାନେ ନଗରକୁ ଘେରିଗଲେ ଓ ଆକ୍ରମଣ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ଏନିମନ୍ତେ ଯିରୂଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀଶର ରାଜା ଓ ଇଗ୍ଲୋନର ରାଜା, ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ଆପଣା ଆପଣା ସମସ୍ତ ସୈନ୍ୟ ସହିତ ଏକତ୍ର ଉଠି ଯାଇ ଗିବିୟୋନ ସମ୍ମୁଖରେ ଛାଉଣି ସ୍ଥାପନ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।

Viz kapitola kopírovat

ଓଡିଆ ବାଇବେଲ

5 ଏନିମନ୍ତେ ଯିରୂଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀଶ୍‍ର ରାଜା ଓ ଇଗ୍ଲୋନ୍‍ର ରାଜା, ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ଆପଣା ଆପଣା ସମସ୍ତ ସୈନ୍ୟ ସହିତ ଏକତ୍ର ଉଠି ଯାଇ ଗିବୀୟୋନ୍‍ ସମ୍ମୁଖରେ ଛାଉଣି ସ୍ଥାପନ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏନିମନ୍ତେ ଯିରୂଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀଶ୍‍ର ରାଜା ଓ ଇଗ୍ଲୋନ୍‍ର ରାଜା, ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ଆପଣା ଆପଣା ସମସ୍ତ ସୈନ୍ୟ ସହିତ ଏକତ୍ର ଉଠିଯାଇ ଗିବୀୟୋନ୍‍ ସମ୍ମୁଖରେ ଛାଉଣି ସ୍ଥାପନ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।

Viz kapitola kopírovat




ଯିହୋଶୂୟ 10:5

Následuj nás:

Reklamy


Reklamy