ଯିହୋଶୂୟ 10:8 - ପବିତ୍ର ବାଇବଲ8 ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କୁ ଭୟ କର ନାହିଁ, କାରଣ ମୁଁ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବି। ସେମାନଙ୍କ ମଧ୍ୟରୁ ଜଣେ ହେଲେ, ତୁମ୍ଭର ସମ୍ମୁଖୀନ ହୋଇ ପାରିବେ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ । Viz kapitolaଓଡିଆ ବାଇବେଲ8 ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ।” Viz kapitola |