Online Bible

- Reklamy -




ଯିହୋଶୂୟ 11:11 - ପବିତ୍ର ବାଇବଲ

11 ଇସ୍ରାଏଲର ସୈନ୍ୟମାନେ ସେ ସହରର ସମସ୍ତ ଲୋକମାନଙ୍କୁ ହତ୍ୟା କଲେ। ସେମାନେ ସହରର ସମସ୍ତ ଲୋକକୁ ଧ୍ୱଂସ କଲେ। କାହାରିକୁ ଜୀବିତ ଛାଡ଼ିଲେ ନାହିଁ। ତା'ପରେ ସେମାନେ ହା‌ତ୍‌ସୋର ସହରକୁ ଅଗ୍ନି ସଂଯୋଗ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ଆଉ ଲୋକମାନେ ତହିଁର ନିବାସୀ ସମସ୍ତ ପ୍ରାଣୀଙ୍କୁ ଖଡ଼୍‍ଗଧାରରେ ଆଘାତ କରି ବର୍ଜିତ ରୂପେ ବିନାଶ କଲେ; ନିଃଶ୍ଵାସପ୍ରଶ୍ଵାସଧାରୀ କେହି ଅବଶିଷ୍ଟ ରହିଲା ନାହିଁ ଓ ସେ ହାତ୍ସୋରକୁ ଅଗ୍ନିରେ ଦଗ୍ଧ କଲେ।

Viz kapitola kopírovat

ଓଡିଆ ବାଇବେଲ

11 ଆଉ ଲୋକମାନେ ତହିଁର ନିବାସୀ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ; ନିଃଶ୍ୱାସପ୍ରଶ୍ୱାସଧାରୀ କେହି ଅବଶିଷ୍ଟ ରହିଲା ନାହିଁ ଓ ସେ ହାସୋରକୁ ଅଗ୍ନିରେ ଦଗ୍ଧ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ ଲୋକମାନେ ତହିଁର ନିବାସୀ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ; ନିଃଶ୍ୱାସପ୍ରଶ୍ୱାସଧାରୀ କେହି ଅବଶିଷ୍ଟ ରହିଲା ନାହିଁ ଓ ସେ ହାସୋରକୁ ଅଗ୍ନିରେ ଦଗ୍ଧ କଲେ।

Viz kapitola kopírovat




ଯିହୋଶୂୟ 11:11

Následuj nás:

Reklamy


Reklamy