ଯିହୋଶୂୟ 11:17 - ପବିତ୍ର ବାଇବଲ17 ସେୟୀରଗାମୀ ହାଲକ୍ ପର୍ବତଠାରୁ ହର୍ମୋଣ ପର୍ବତର ନୀଚସ୍ଥ ଲିବାନୋନ୍ ସମସ୍ଥଳୀରେ ଥିବା ବାଲ୍ଗାଦ୍ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲେ। ପୁଣି ସେମାନଙ୍କର ସମସ୍ତ ରାଜାଙ୍କୁ ହତ୍ୟା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ସେୟୀରଗାମୀ ହାଲକ୍ ପର୍ବତଠାରୁ ହର୍ମୋଣ ପର୍ବତର ନୀଚସ୍ଥ ଲିବାନୋନ୍ ସମସ୍ଥଳୀରେ ଥିବା ବାଲ୍ଗାଦ୍ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲେ; ପୁଣି ସେମାନଙ୍କର ସମସ୍ତ ରାଜାଙ୍କୁ ଧରି ଆଘାତପୂର୍ବକ ବଧ କଲେ। Viz kapitolaଓଡିଆ ବାଇବେଲ17 ସେୟୀରଗାମୀ ହାଲକ୍ ପର୍ବତଠାରୁ ହର୍ମୋଣ ପର୍ବତର ନୀଚସ୍ଥ ଲିବାନୋନ ସମସ୍ଥଳୀରେ ଥିବା ବାଲ୍ଗାଦ୍ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲେ; ପୁଣି ସେମାନଙ୍କର ସମସ୍ତ ରାଜାଙ୍କୁ ଧରି ଆଘାତପୂର୍ବକ ବଧ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେୟୀରଗାମୀ ହାଲକ୍ ପର୍ବତଠାରୁ ହର୍ମୋଣ ପର୍ବତର ନୀଚସ୍ଥ ଲିବାନୋନ ସମସ୍ଥଳୀରେ ଥିବା ବାଲ୍ଗାଦ୍ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲେ; ପୁଣି ସେମାନଙ୍କର ସମସ୍ତ ରାଜାଙ୍କୁ ଧରି ଆଘାତପୂର୍ବକ ବଧ କଲେ। Viz kapitola |