Online Bible

- Reklamy -




ଯିହୋଶୂୟ 11:19 - ପବିତ୍ର ବାଇବଲ

19 କେବଳ ଗୋଟିଏ ନଗର ଇସ୍ରାଏଲ ସହିତ ଶାନ୍ତି ଚୁକ୍ତି କଲେ। ତାହା ଥିଲା ଗିବିୟୋନ ନିବାସୀ ହିବ୍ବୀୟ। ଅନ୍ୟ ସମସ୍ତ ସହର ଯୁଦ୍ଧରେ ଧ୍ୱଂସପ୍ରାପ୍ତ ହେଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଗିବିୟୋନ୍ ନିବାସୀ ହିବ୍ବୀୟ ଲୋକମାନଙ୍କ ଛଡ଼ା ଆଉ କୌଣସି ନଗରୀୟ ଲୋକମାନେ ଇସ୍ରାଏଲ-ସନ୍ତାନଗଣ ସଙ୍ଗରେ ସନ୍ଧି କଲେ ନାହିଁ; ସେମାନେ ଯୁଦ୍ଧ କରି ଅନ୍ୟ ସମସ୍ତ ହସ୍ତଗତ କଲେ।

Viz kapitola kopírovat

ଓଡିଆ ବାଇବେଲ

19 ଗିବୀୟୋନ୍‍ ନିବାସୀ ହିବ୍ବୀୟ ଲୋକମାନଙ୍କ ଛଡ଼ା ଆଉ କୌଣସି ନଗରୀୟ ଲୋକମାନେ ଇସ୍ରାଏଲ ସନ୍ତାନଗଣ ସଙ୍ଗରେ ସନ୍ଧି କଲେ ନାହିଁ; ସେମାନେ ଯୁଦ୍ଧ କରି ଅନ୍ୟ ସମସ୍ତ ହସ୍ତଗତ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଗିବୀୟୋନ୍‍ ନିବାସୀ ହିବ୍ବୀୟ ଲୋକମାନଙ୍କ ଛଡ଼ା ଆଉ କୌଣସି ନଗରୀୟ ଲୋକମାନେ ଇସ୍ରାଏଲ-ସନ୍ତାନଗଣ ସଙ୍ଗରେ ସନ୍ଧି କଲେ ନାହିଁ; ସେମାନେ ଯୁଦ୍ଧ କରି ଅନ୍ୟ ସମସ୍ତ ହସ୍ତଗତ କଲେ।

Viz kapitola kopírovat




ଯିହୋଶୂୟ 11:19

Následuj nás:

Reklamy


Reklamy