ଯିହୋଶୂୟ 11:21 - ପବିତ୍ର ବାଇବଲ21 ସେହି ସମୟରେ ଯିହୋଶୂୟ ଆସି ପର୍ବତମୟ ଦେଶରୁ, ହିବ୍ରୋଣରୁ, ଦବୀରରୁ, ଅନାବରୁ, ଓ ଯିହୁଦାର ସମସ୍ତ ପର୍ବତମୟ ଦେଶରୁ ଓ ଇସ୍ରାଏଲର ସମସ୍ତ ପର୍ବତମୟ ଦେଶରୁ ଅନାକୀୟମାନଙ୍କୁ ହତ୍ୟା କଲେ। ଯିହୋଶୂୟ ସେମାନଙ୍କ ନଗର ସମେତ ସେମାନଙ୍କୁ ବର୍ଜିତ ରୂପେ ନିବାସ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଆଉ ସେହି ସମୟରେ ଯିହୋଶୂୟ ଆସି ପର୍ବତମୟ ଦେଶରୁ, ହିବ୍ରୋଣରୁ, ଦବୀରରୁ, ଅନାବରୁ ଓ ଯିହୁଦାର ସମସ୍ତ ପର୍ବତମୟ ଦେଶରୁ ଓ ଇସ୍ରାଏଲର ସମସ୍ତ ପର୍ବତମୟ ଦେଶରୁ ଅନାକୀୟମାନଙ୍କୁ ଉଚ୍ଛିନ୍ନ କଲେ; ଯିହୋଶୂୟ ସେମାନଙ୍କ ନଗର ସମେତ ସେମାନଙ୍କୁ ବର୍ଜିତ ରୂପେ ବିନାଶ କଲେ। Viz kapitolaଓଡିଆ ବାଇବେଲ21 ଆଉ ସେହି ସମୟରେ ଯିହୋଶୂୟ ଆସି ପର୍ବତମୟ ଦେଶରୁ, ହିବ୍ରୋଣରୁ, ଦବୀରରୁ, ଅନାବରୁ ଓ ଯିହୁଦାର ସମସ୍ତ ପର୍ବତମୟ ଦେଶରୁ ଓ ଇସ୍ରାଏଲର ସମସ୍ତ ପର୍ବତମୟ ଦେଶରୁ ଅନାକୀୟମାନଙ୍କୁ ଉଚ୍ଛିନ୍ନ କଲେ; ଯିହୋଶୂୟ ସେମାନଙ୍କ ନଗର ସମେତ ସେମାନଙ୍କୁ ବର୍ଜିତ ରୂପେ ବିନାଶ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ ସେହି ସମୟରେ ଯିହୋଶୂୟ ଆସି ପର୍ବତମୟ ଦେଶରୁ, ହିବ୍ରୋଣରୁ, ଦବୀରରୁ, ଅନାବରୁ ଓ ଯିହୁଦାର ସମସ୍ତ ପର୍ବତମୟ ଦେଶରୁ ଓ ଇସ୍ରାଏଲର ସମସ୍ତ ପର୍ବତମୟ ଦେଶରୁ ଅନାକୀୟମାନଙ୍କୁ ଉଚ୍ଛିନ୍ନ କଲେ; ଯିହୋଶୂୟ ସେମାନଙ୍କ ନଗର ସମେତ ସେମାନଙ୍କୁ ବର୍ଜିତ ରୂପେ ବିନାଶ କଲେ। Viz kapitola |