ଯିହୋଶୂୟ 12:6 - ପବିତ୍ର ବାଇବଲ6 ସଦାପ୍ରଭୁଙ୍କର ଦାସ ମୋଶା ଏବଂ ଇସ୍ରାଏଲର ଲୋକମାନେ ସେ ରାଜାଗଣଙ୍କର ଦେଶକୁ ପରାସ୍ତ କରିଥିଲେ। ମୋଶା ସେମାନଙ୍କର ଦେଶଗୁଡ଼ିକ ଗାଦୀୟ, ରୁବେନୀୟ ପରିବାରବର୍ଗଙ୍କୁ ଏବଂ ମନଃଶିର ଅର୍ଦ୍ଧ ପରିବାରବର୍ଗକୁ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ ସନ୍ତାନଗଣ ଏମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁଙ୍କ ସେବକ ମୋଶା ସେହି ଦେଶ ଅଧିକାର କରିବା ପାଇଁ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧବଂଶକୁ ଦେଲେ। Viz kapitolaଓଡିଆ ବାଇବେଲ6 ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ ସନ୍ତାନଗଣ ଏମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁଙ୍କ ସେବକ ମୋଶା ସେହି ଦେଶ ଅଧିକାର କରିବା ପାଇଁ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ-ସନ୍ତାନଗଣ ଏମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁଙ୍କ ସେବକ ମୋଶା ସେହି ଦେଶ ଅଧିକାର କରିବା ପାଇଁ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲେ। Viz kapitola |