ଯିହୋଶୂୟ 12:7 - ପବିତ୍ର ବାଇବଲ7 ଇସ୍ରାଏଲର ଲୋକମାନେ ମଧ୍ୟ ଯର୍ଦ୍ଦନର ପଶ୍ଚିମ ପାର୍ଶ୍ୱସ୍ଥ ଦେଶର ରାଜାମାନଙ୍କୁ ପରାସ୍ତ କରିଥିଲେ। ଯିହୋଶୂୟ ଏହି ଆକ୍ରମଣର ନେତୃତ୍ୱ ନେଇଥିଲେ। ଯିହୋଶୂୟ ସେହି ଦେଶଗୁଡ଼ିକୁ ବାରଟି ପରିବାରବର୍ଗ ମଧ୍ୟରେ ବାଣ୍ଟି ଦେଇଥିଲେ। ସେହି ଦେଶଗୁଡ଼ିକ ସଦାପ୍ରଭୁ ଦେବା ପାଇଁ ପ୍ରତିଜ୍ଞା କରିଥିଲେ। ସେହି ଲିବାନୋନ୍ର ବାଲଗାଦ୍ଠାରୁ ସେୟୀରର ହାଲକ ପର୍ଯ୍ୟନ୍ତ ଉପତ୍ୟକାଗୁଡ଼ିକ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଯର୍ଦ୍ଦନ ଏପାରି ପଶ୍ଚିମ ଦିଗରେ ଲିବାନୋନ୍ର ସମସ୍ଥଳୀସ୍ଥିତ ବାଲ୍ଗାଦ୍ଠାରୁ ସେୟୀରଗାମୀ ହାଲକ୍ ପର୍ବତ ପର୍ଯ୍ୟନ୍ତ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ଦେଶୀୟ ଯେଉଁ ଯେଉଁ ରାଜାଙ୍କୁ ବଧ କଲେ Viz kapitolaଓଡିଆ ବାଇବେଲ7 ଯର୍ଦ୍ଦନ ଏପାରି ପଶ୍ଚିମ ଦିଗରେ ଲିବାନୋନର ସମସ୍ଥଳୀସ୍ଥିତ ବାଲ୍ଗାଦ୍ଠାରୁ ସେୟୀରଗାମୀ ହାଲକ୍ ପର୍ବତ ପର୍ଯ୍ୟନ୍ତ ଯିହୋଶୂୟ ଓ ଇସ୍ରାଏଲ ସନ୍ତାନଗଣ ଦେଶୀୟ ଯେଉଁ ଯେଉଁ ରାଜାଙ୍କୁ ବଧ କଲେ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯର୍ଦ୍ଦନ ଏପାରି ପଶ୍ଚିମ ଦିଗରେ ଲିବାନୋନର ସମସ୍ଥଳୀସ୍ଥିତ ବାଲ୍ଗାଦ୍ଠାରୁ ସେୟୀରଗାମୀ ହାଲକ୍ ପର୍ବତ ପର୍ଯ୍ୟନ୍ତ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ଦେଶୀୟ ଯେଉଁ ଯେଉଁ ରାଜାଙ୍କୁ ବଧ କଲେ Viz kapitola |