ଯିହୋଶୂୟ 13:22 - ପବିତ୍ର ବାଇବଲ22 ଇସ୍ରାଏଲ ସନ୍ତାନଗଣ ଖଣ୍ଡାରେ ଯେଉଁମାନଙ୍କୁ ହତ୍ୟା କରିଥିଲେ, ସେମାନଙ୍କ ମଧ୍ୟରେ ଥିଲେ, ବିୟୋରର ପୁତ୍ର ମନ୍ତ୍ରଜ୍ଞ ବିଲିୟମକୁ ମଧ୍ୟ ହତ୍ୟା କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଇସ୍ରାଏଲ-ସନ୍ତାନଗଣ ଖଡ଼୍ଗଧାରରେ ଯେଉଁମାନଙ୍କୁ ବଧ କରିଥିଲେ, ସେମାନଙ୍କ ମଧ୍ୟରେ ବିୟୋରର ପୁତ୍ର ମନ୍ତ୍ରଜ୍ଞ ବିଲୀୟମ୍କୁ ମଧ୍ୟ ବଧ କରିଥିଲେ। Viz kapitolaଓଡିଆ ବାଇବେଲ22 ଇସ୍ରାଏଲ ସନ୍ତାନଗଣ ଖଡ୍ଗଧାରରେ ଯେଉଁମାନଙ୍କୁ ବଧ କରିଥିଲେ, ସେମାନଙ୍କ ମଧ୍ୟରେ ବିୟୋରର ପୁତ୍ର ମନ୍ତ୍ରଜ୍ଞ ବିଲୀୟମ୍କୁ ମଧ୍ୟ ବଧ କରିଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଇସ୍ରାଏଲ-ସନ୍ତାନଗଣ ଖଡ୍ଗଧାରରେ ଯେଉଁମାନଙ୍କୁ ବଧ କରିଥିଲେ, ସେମାନଙ୍କ ମଧ୍ୟରେ ବିୟୋରର ପୁତ୍ର ମନ୍ତ୍ରଜ୍ଞ ବିଲୀୟମ୍କୁ ମଧ୍ୟ ବଧ କରିଥିଲେ। Viz kapitola |