Online Bible

- Reklamy -




ଯିହୋଶୂୟ 13:23 - ପବିତ୍ର ବାଇବଲ

23 ଆଉ ଯର୍ଦ୍ଦନ ନଦୀ, ରୁବେ‌ନ୍‌କୁ ଦିଆଯାଇଥିବା ଦେଶର ସୀମା ଥିଲା। ରୁବେନ୍ ପରିବାରବର୍ଗର ଗୋଷ୍ଠୀ ତାଲିକାଭୁକ୍ତ ସହର ଓ କ୍ଷେତ ପାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ଆଉ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନ୍-ସନ୍ତାନଗଣର ସୀମା ଥିଲା, ରୁବେନ୍-ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା।

Viz kapitola kopírovat

ଓଡିଆ ବାଇବେଲ

23 ଆଉ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନ୍‍-ସନ୍ତାନଗଣର ସୀମା ଥିଲା, ରୁବେନ୍‍-ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଆଉ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନ୍‍-ସନ୍ତାନଗଣର ସୀମା ଥିଲା, ରୁବେନ୍‍-ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା।

Viz kapitola kopírovat




ଯିହୋଶୂୟ 13:23

Následuj nás:

Reklamy


Reklamy