ଯିହୋଶୂୟ 13:28 - ପବିତ୍ର ବାଇବଲ28 ଏହି ସ୍ଥାନ ଯାହାକି ମୋଶା ଗାଦ୍ ପରିବାରବର୍ଗଙ୍କୁ ଦେଇଥିଲେ। ତାଲିକାଭୁକ୍ତ ସମସ୍ତ ସହର ସେହି ଦେଶରେ ସାମିଲ୍ ଥିଲା। ମୋଶା ସେହି ଦେଶକୁ ପ୍ରତ୍ୟେକ ଗାଦୀୟ ଗୋଷ୍ଠୀକୁ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ଗାଦ୍ର ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା। Viz kapitolaଓଡିଆ ବାଇବେଲ28 ଗାଦ୍ର ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଗାଦ୍ର ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା। Viz kapitola |