Online Bible

- Reklamy -




ଯିହୋଶୂୟ 13:33 - ପବିତ୍ର ବାଇବଲ

33 ମୋଶା ଲେବୀ ବଂଶଧରମାନଙ୍କୁ ଆଦୌ ଭୂମି ଦେଇ ନ ଥିଲେ। କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ପ୍ରତିଜ୍ଞା କରିଥିଲେ, ଯେ ସେ ନିଜେ ସେମାନଙ୍କର ଉତ୍ତରାଧିକାରୀ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ମାତ୍ର ମୋଶା ଲେବୀ ବଂଶକୁ କୌଣସି ଅଧିକାର ଦେଲେ ନାହିଁ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ସେମାନଙ୍କ ପ୍ରତି ଆପଣା ବାକ୍ୟାନୁସାରେ ସେମାନଙ୍କ ଅଧିକାର ଅଟନ୍ତି।

Viz kapitola kopírovat

ଓଡିଆ ବାଇବେଲ

33 ମାତ୍ର ମୋଶା ଲେବୀ ବଂଶକୁ କୌଣସି ଅଧିକାର ଦେଲେ ନାହିଁ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସେମାନଙ୍କ ପ୍ରତି ଆପଣା ବାକ୍ୟାନୁସାରେ ସେମାନଙ୍କ ଅଧିକାର ଅଟନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ମାତ୍ର ମୋଶା ଲେବୀ ବଂଶକୁ କୌଣସି ଅଧିକାର ଦେଲେ ନାହିଁ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସେମାନଙ୍କ ପ୍ରତି ଆପଣା ବାକ୍ୟାନୁସାରେ ସେମାନଙ୍କ ଅଧିକାର ଅଟନ୍ତି।

Viz kapitola kopírovat




ଯିହୋଶୂୟ 13:33

Následuj nás:

Reklamy


Reklamy