ଯିହୋଶୂୟ 13:5 - ପବିତ୍ର ବାଇବଲ5 ତୁମ୍ଭେ ଏପର୍ଯ୍ୟନ୍ତ ଗିବଲିୟମାନଙ୍କ ଦେଶକୁ ପରାସ୍ତ କରି ନାହଁ। ଏବଂ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍ଗାଦ୍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ପୂର୍ବ ଦିଗସ୍ଥ ସମସ୍ତ ଲିବାନୋନ୍। ଏମାନଙ୍କୁ ପରାସ୍ତ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି ଗିବ୍ଲୀୟମାନଙ୍କ ଦେଶ ଓ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍ଗାଦ୍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସୂର୍ଯ୍ୟୋଦୟ ଦିଗସ୍ଥ ସମସ୍ତ ଲିବାନୋନ୍। Viz kapitolaଓଡିଆ ବାଇବେଲ5 ପୁଣି ଗିବ୍ଲୀୟମାନଙ୍କ ଦେଶ ଓ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍ଗାଦ୍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସୂର୍ଯ୍ୟୋଦୟ ଦିଗସ୍ଥ ସମସ୍ତ ଲିବାନୋନ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି ଗିବ୍ଲୀୟମାନଙ୍କ ଦେଶ ଓ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍ଗାଦ୍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସୂର୍ଯ୍ୟୋଦୟ ଦିଗସ୍ଥ ସମସ୍ତ ଲିବାନୋନ। Viz kapitola |