ଯିହୋଶୂୟ 13:8 - ପବିତ୍ର ବାଇବଲ8 ରୁବେନ୍ର ବଂଶ, ଗାଦ୍ ଏବଂ ମନଃଶିର ଅର୍ଦ୍ଧ ବଂଶଧରମାନେ ସେମାନଙ୍କର ଦେଶକୁ ନେଇ ଯାଇଛନ୍ତି। ସଦାପ୍ରଭୁଙ୍କର ସେବକ ମୋଶା, ତାଙ୍କୁ ଏହି ଦେଶଗୁଡ଼ିକ ଦେଇଛନ୍ତି। ତାହା ଯର୍ଦ୍ଦନ ନଦୀର ପୂର୍ବ ଭାଗରେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତାହା ସଙ୍ଗେ ରୁବେନୀୟ ଓ ଗାଦୀୟ ଲୋକମାନେ ଯର୍ଦ୍ଦନର ପୂର୍ବପାରିରେ ମୋଶାଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି, ଯେହେତୁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ, Viz kapitolaଓଡିଆ ବାଇବେଲ8 ତାହା ସଙ୍ଗେ ରୁବେନୀୟ ଓ ଗାଦୀୟ ଲୋକମାନେ ଯର୍ଦ୍ଦନର ପୂର୍ବପାରିରେ ମୋଶାଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି, ଯେହେତୁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତାହା ସଙ୍ଗେ ରୁବେନୀୟ ଓ ଗାଦୀୟ ଲୋକମାନେ ଯର୍ଦ୍ଦନର ପୂର୍ବପାରିରେ ମୋଶାଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି, ଯେହେତୁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ, Viz kapitola |