ଯିହୋଶୂୟ 14:7 - ପବିତ୍ର ବାଇବଲ7 ମୋତେ ଯେତେବେଳେ ଗ୍ଭଳିଶ୍ ବର୍ଷ ବୟସ ହୋଇଥିଲା, ସଦାପ୍ରଭୁଙ୍କ ସେବକ ମୋଶା ମୋତେ ଦେଶ ଅନୁସନ୍ଧାନ କରିବା ପାଇଁ କାଦେଶ ବର୍ଣ୍ଣେୟଠାରୁ ପଠାଇ ଥିଲେ। ମୁଁ ଯାହା ସଂଗ୍ରହ କଲି ତାହା ମୋଶାଙ୍କୁ ଜଣାଇଲି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ମୋହର ଚାଳିଶ ବର୍ଷ ବୟସରେ ସଦାପ୍ରଭୁଙ୍କ ସେବକ ମୋଶା ଦେଶ ଅନୁସନ୍ଧାନ କରିବା ପାଇଁ କାଦେଶ-ବର୍ଣ୍ଣେୟଠାରୁ ମୋତେ ପଠାଇଥିଲେ; ତହିଁରେ ମୁଁ ଆପଣା ମନରେ ଯାହା ଥିଲା, ତଦନୁସାରେ ତାଙ୍କୁ ସମ୍ଵାଦ ଆଣି ଦେଲି। Viz kapitolaଓଡିଆ ବାଇବେଲ7 ମୋହର ଚାଳିଶ ବର୍ଷ ବୟସରେ ସଦାପ୍ରଭୁଙ୍କ ସେବକ ମୋଶା ଦେଶ ଅନୁସନ୍ଧାନ କରିବା ପାଇଁ କାଦେଶ-ବର୍ଣ୍ଣେୟଠାରୁ ମୋତେ ପଠାଇଥିଲେ; ତହିଁରେ ମୁଁ ଆପଣା ମନରେ ଯାହା ଥିଲା, ତଦନୁସାରେ ତାଙ୍କୁ ସମ୍ବାଦ ଆଣି ଦେଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମୋହର ଚାଳିଶ ବର୍ଷ ବୟସରେ ସଦାପ୍ରଭୁଙ୍କ ସେବକ ମୋଶା ଦେଶ ଅନୁସନ୍ଧାନ କରିବା ପାଇଁ କାଦେଶ-ବର୍ଣ୍ଣେୟଠାରୁ ମୋତେ ପଠାଇଥିଲେ; ତହିଁରେ ମୁଁ ଆପଣା ମନରେ ଯାହା ଥିଲା, ତଦନୁସାରେ ତାଙ୍କୁ ସମ୍ବାଦ ଆଣି ଦେଲି। Viz kapitola |