ଯିହୋଶୂୟ 14:8 - ପବିତ୍ର ବାଇବଲ8 ମୋର ସାଙ୍ଗରେ ଅନ୍ୟ ଯେଉଁ ଲୋକମାନେ ଯାଇଥିଲେ, ସେମାନେ ଲୋକମାନଙ୍କୁ ନିରୁତ୍ସାହିତ କଲେ, ସେମାନଙ୍କ ଖବରରେ। ମୁଁ କିନ୍ତୁ ସଦାପ୍ରଭୁଙ୍କର ଅନୁଗତ ହୋଇ ରହିଲି। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତଥାପି ମୋହର ଯେଉଁ ଭ୍ରାତୃଗଣ ମୋର ସଙ୍ଗେ ଯାଇଥିଲେ, ସେମାନେ ଲୋକମାନଙ୍କ ହୃଦୟ ତରଳାଇ ପକାଇଲେ; ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ମୋର ପରମେଶ୍ଵରଙ୍କର ଅନୁଗତ ହେଲି। Viz kapitolaଓଡିଆ ବାଇବେଲ8 ତଥାପି ମୋହର ଯେଉଁ ଭ୍ରାତୃଗଣ ମୋର ସଙ୍ଗେ ଯାଇଥିଲେ, ସେମାନେ ଲୋକମାନଙ୍କ ହୃଦୟ ତରଳାଇ ପକାଇଲେ; ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ମୋର ପରମେଶ୍ୱରଙ୍କର ଅନୁଗତ ହେଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତଥାପି ମୋହର ଯେଉଁ ଭ୍ରାତୃଗଣ ମୋର ସଙ୍ଗେ ଯାଇଥିଲେ, ସେମାନେ ଲୋକମାନଙ୍କ ହୃଦୟ ତରଳାଇ ପକାଇଲେ; ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ମୋର ପରମେଶ୍ୱରଙ୍କର ଅନୁଗତ ହେଲି। Viz kapitola |