ଯିହୋଶୂୟ 15:13 - ପବିତ୍ର ବାଇବଲ13 ସଦାପ୍ରଭୁ ଯିହୋଶୂୟଙ୍କୁ ନିର୍ଦ୍ଦେଶ ଦେଇଥିଲେ ଯିଫୁନ୍ନିର ପୁତ୍ର କାଲେବ୍କୁ ଯିହୁଦାର କିଛି ଅଂଶ ଦେବା ପାଇଁ, ପରମେଶ୍ୱରଙ୍କ କଥା ଅନୁସାରେ ଯିହୋଶୂୟ କାଲେବ୍କୁ ଦେଶର କିଛି ଅଂଶ ଦେଲେ। ଯିହୋଶୂୟ ତାଙ୍କୁ କିରିୟଥ ଅର୍ବ ନଗର ଦେଲେ। ତାହା ହିଁ ହିବ୍ରୋଣ। ଅର୍ବ ଅନାକର ପିତା ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଅନନ୍ତର ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବ୍ଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥର୍ବ ଦେଲେ, ଅର୍ବ ଅନାକର ପିତା ଥିଲା। Viz kapitolaଓଡିଆ ବାଇବେଲ13 ଏଥିଉତ୍ତାରେ ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥ୍-ଅର୍ବ ଦେଲେ, ଅର୍ବ ଅନାକର ପିତା ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିଉତ୍ତାରେ ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥ୍-ଅର୍ବ ଦେଲେ, ଅର୍ବ ଅନାକର ପିତା ଥିଲା। Viz kapitola |