ଯିହୋଶୂୟ 15:15 - ପବିତ୍ର ବାଇବଲ15 ଏହା ପରେ କାଲେବ୍ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ପୂର୍ବକାଳରେ ସେହି କିରିୟଥ ସେଫର ନାମରେ ବିଖ୍ୟାତ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏଉତ୍ତାରେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗମନ କଲେ; ପୂର୍ବକାଳରେ ସେହି ଦବୀର କିରୀୟଥ୍-ସେଫର ନାମରେ ବିଖ୍ୟାତ ଥିଲା। Viz kapitolaଓଡିଆ ବାଇବେଲ15 ଏଉତ୍ତାରେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗମନ କଲେ; ପୂର୍ବକାଳରେ ସେହି ଦବୀର କିରୀୟଥ୍-ସେଫର ନାମରେ ବିଖ୍ୟାତ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଉତ୍ତାରେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗମନ କଲେ; ପୂର୍ବକାଳରେ ସେହି ଦବୀର କିରୀୟଥ୍-ସେଫର ନାମରେ ବିଖ୍ୟାତ ଥିଲା। Viz kapitola |