ଯିହୋଶୂୟ 15:17 - ପବିତ୍ର ବାଇବଲ17 କାଲେବ୍ର ଭାଇ କନସର ପୁତ୍ର ଅତ୍ନୀୟେଲ ସେ ସହରକୁ ପରାସ୍ତ କଲେ। ତେଣୁ କାଲେବ୍ ନିଜର କନ୍ୟା ଅକ୍ଷାକୁ ଅତ୍ନୀୟେଲ ସହିତ ବିବାହ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତହିଁରେ କାଲେବ୍ର ଭ୍ରାତା କନସର ପୁତ୍ର ଅନିୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍ଷାର ବିବାହ ଦେଲେ। Viz kapitolaଓଡିଆ ବାଇବେଲ17 ତହିଁରେ କାଲେବର ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍ଷାର ବିବାହ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହିଁରେ କାଲେବର ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍ଷାର ବିବାହ ଦେଲେ। Viz kapitola |