ଯିହୋଶୂୟ 17:11 - ପବିତ୍ର ବାଇବଲ11 ଇଷାଖର ଓ ଆଶେର ମଧ୍ୟରେ ବୈଥ୍ଶାନ୍ ଓ ତହିଁର ଉପନଗର ଯିବଲିୟମ ଓ ତା'ର ଉପନଗର, ଦୋର ଓ ତହିଁର ଉପନଗର ନିବାସୀଗଣ ଐନ୍ଦୋର ଓ ତହିଁର ଉପନଗର ନିବାସୀଗଣ ତାନକ୍ ଓ ତହିଁର ଉପନଗର ନିବାସୀଗଣ, ମଗିଦ୍ଦୋ ଓ ତହିଁର ଉପନଗର ନିବାସୀଗଣ, ଏହି ତିନି ଉପପର୍ବତ ମନଃଶି ପାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ପୁଣି ଇଷାଖର ଓ ଆଶେର୍ ମଧ୍ୟରେ ବୈଥ୍ଶାନ ଓ ତହିଁର ଉପନଗର, ଯିବ୍ଲୀୟମ୍ ଓ ତହିଁର ଉପନଗର, ଦୋର ଓ ତହିଁର ଉପନଗର ନିବାସୀଗଣ, ଐନ୍-ଦୋର ଓ ତହିଁର ଉପନଗର ନିବାସୀଗଣ, ତାନକ୍ ଓ ତହିଁର ଉପନଗର ନିବାସୀଗଣ, ମିଗିଦ୍ଦୋ ଓ ତହିଁର ଉପନଗର ନିବାସୀଗଣ, ଏହି ତିନି ଉପପର୍ବତ ମନଃଶି ପାଇଲା। Viz kapitolaଓଡିଆ ବାଇବେଲ11 ପୁଣି ଇଷାଖର ଓ ଆଶେର ମଧ୍ୟରେ ବେଥ୍-ଶାନ ଓ ତହିଁର ଉପନଗର, ଯିବ୍ଲିୟିମ ଓ ତହିଁର ଉପନଗର, ଦୋର ଓ ତହିଁର ଉପନଗର ନିବାସୀଗଣ, ଐନ୍-ଦୋର ଓ ତହିଁର ଉପନଗର ନିବାସୀଗଣ, ତାନକ୍ ଓ ତହିଁର ଉପନଗର ନିବାସୀଗଣ, ମଗିଦ୍ଦୋ ଓ ତହିଁର ଉପନଗର ନିବାସୀଗଣ, ଏହି ତିନି ଉପପର୍ବତ ମନଃଶି ପାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି ଇଷାଖର ଓ ଆଶେର ମଧ୍ୟରେ ବେଥ୍-ଶାନ ଓ ତହିଁର ଉପନଗର, ଯିବ୍ଲିୟିମ ଓ ତହିଁର ଉପନଗର, ଦୋର ଓ ତହିଁର ଉପନଗର ନିବାସୀଗଣ, ଐନ୍-ଦୋର ଓ ତହିଁର ଉପନଗର ନିବାସୀଗଣ, ତାନକ୍ ଓ ତହିଁର ଉପନଗର ନିବାସୀଗଣ, ମଗିଦ୍ଦୋ ଓ ତହିଁର ଉପନଗର ନିବାସୀଗଣ, ଏହି ତିନି ଉପପର୍ବତ ମନଃଶି ପାଇଲା। Viz kapitola |