ଯିହୋଶୂୟ 17:16 - ପବିତ୍ର ବାଇବଲ16 ଯୋଷେଫଙ୍କର ଲୋକମାନେ କହିଲେ, “ଏହା ସତ୍ୟ ଯେ ଇଫ୍ରୟିମର ପର୍ବତମୟ ଦେଶ ଆମ୍ଭ ପାଇଁ ଯଥେଷ୍ଟ ନୁହେଁ। କିନ୍ତୁ ସେଠାରେ କିଣାନୀୟ ଲୋକମାନେ ଯେଉଁମାନେ ଉପତ୍ୟକା ଅଞ୍ଚଳରେ ଅଧିକ ଶକ୍ତିଶାଳୀ ଭାବରେ ବାସ କରୁଛନ୍ତି। ସେମାନଙ୍କର ଲୁହାର ରଥ ଅଛି। ଏବଂ ଯିଷ୍ରିୟେଲ ଉପତ୍ୟକା ତାଙ୍କ ଅଧୀନରେ ଅଛି। ବୈଥ୍ଶାନି ଏବଂ ତା'ର ଉପସହର ଗୁଡ଼ିକ ସେହି ଅଞ୍ଚଳର ଅଟେ।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ତହିଁରେ ଯୋଷେଫର ସନ୍ତାନଗଣ କହିଲେ, ଏହି ପର୍ବତମୟ ଦେଶ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ, ପୁଣି ତଳଭୂମିରେ ବିଶେଷତଃ ବୈଥ୍ଶାନରେ ଓ ତହିଁର ଉପନଗରମାନରେ ଓ ଯିଷ୍ରିୟେଲର ତଳ-ଭୂମିରେ ଯେସବୁ କିଣାନୀୟ ଲୋକ ବାସ କରନ୍ତି, ସେମାନଙ୍କର ଲୌହ-ରଥ ଅଛି। Viz kapitolaଓଡିଆ ବାଇବେଲ16 ତହିଁରେ ଯୋଷେଫର ସନ୍ତାନଗଣ କହିଲେ, ଏହି ପର୍ବତମୟ ଦେଶ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ, ପୁଣି ତଳ ଭୂମିରେ ବିଶେଷତଃ ବେଥ୍-ଶାନରେ ଓ ତହିଁର ଉପନଗରମାନରେ ଓ ଯିଷ୍ରିୟେଲର ତଳଭୂମିରେ ଯେସବୁ କିଣାନୀୟ ଲୋକ ବାସ କରନ୍ତି, ସେମାନଙ୍କର ଲୌହରଥ ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହିଁରେ ଯୋଷେଫର ସନ୍ତାନଗଣ କହିଲେ, “ଏହି ପର୍ବତମୟ ଦେଶ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ, ପୁଣି ତଳଭୂମିରେ ବିଶେଷତଃ ବେଥ୍-ଶାନରେ ଓ ତହିଁର ଉପନଗରମାନରେ ଓ ଯିଷ୍ରିୟେଲର ତଳଭୂମିରେ ଯେସବୁ କିଣାନୀୟ ଲୋକ ବାସ କରନ୍ତି, ସେମାନଙ୍କର ଲୌହ ରଥ ଅଛି।” Viz kapitola |